ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଲଗ୍ରେଡରେ ଚାଲିଥିବା ବିଶ୍ୱ କୁସ୍ତି ଚାମ୍ପିଅନସିପରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆମର କୁସ୍ତିଯୋଦ୍ଧାମାନେ ଆମକୁ ଗର୍ବିତ କରନ୍ତି । ବେଲେଗ୍ରେଡର ବିଶ୍ୱ କୁସ୍ତି ଚାମ୍ପିଅନସିପ୍ ରେ ବ୍ରୋଞ୍ଜ ପଦକ ଜିତିବାରେ ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ । ଉଭୟଙ୍କ ପାଇଁ ଏହା ସ୍ୱତନ୍ତ୍ର କାରଣ ଏହି ପ୍ଲାଟଫର୍ମରେ ଭିନେଶ ପ୍ରଥମ ଭାରତୀୟ ମହିଳା ଭାବେ ୨ ଟି ପଦକ ଜିତିଥିବାବେଳେ ବଜରଙ୍ଗ ୪ର୍ଥ ପଦକ ଜିତିଛନ୍ତି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Domestic air passenger traffic to rise by 3-6 pc in this fiscal: ICRA

Media Coverage

Domestic air passenger traffic to rise by 3-6 pc in this fiscal: ICRA
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 24, 2026
July 24, 2026

Aatmanirbhar in Action — Space, Missiles, EVs & Livelihoods Under PM Modi’s Watch