ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାଶୀ ସାଂସଦ କ୍ରୀଡା ପ୍ରତିଯୋଗିତାର ସମସ୍ତ ବିଜେତା ଏବଂ ଅଂଶଗ୍ରହଣକାରୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।

ଶ୍ରୀ ମୋଦୀ କହିଛନ୍ତି ଯେ, ଯୁବ ଅଂଶଗ୍ରହଣକାରୀଙ୍କ ଦ୍ୱାରା ପ୍ରଦର୍ଶିତ ଶକ୍ତି ଏବଂ ଉତ୍ସାହ ପ୍ରକୃତରେ ଉଲ୍ଲେଖନୀୟ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ସେମାନେ ପ୍ରଦର୍ଶନ ମାଧ୍ୟମରେ ସେମାନଙ୍କର ଅସାଧାରଣ କ୍ଷମତା ଏବଂ ଦକ୍ଷତା ପ୍ରଦର୍ଶନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;

“କାଶି ସାଂସଦ କ୍ରୀଡା ପ୍ରତିଯୋଗିତାର ସମସ୍ତ ବିଜେତା ଏବଂ ଅଂଶଗ୍ରହଣକାରୀଙ୍କୁ ମୋର ଅନେକ ଶୁଭେଚ୍ଛା ଓ ଶୁଭକାମନା! ଏଥିରେ ଭାଗ ନେଇଥିବା ଯୁବ ପ୍ରତିଯୋଗୀମାନଙ୍କର ପ୍ରକୃତ ଶକ୍ତି ଏବଂ ଉତ୍ସାହ ଦେଖିବାକୁ ମିଳିଥିଲା ଏବଂ ତାହା ଅଦ୍ଭୁତ ଥିଲା । ସେମାନେ ନିଜର ଅସାଧାରଣ କ୍ଷମତା ଏବଂ କୌଶଳ ପ୍ରଦର୍ଶନ କରିଥିଲେ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi at BRICS summit: Dismantle ‘pyramid of privilege’ to make Global South a ‘rule-shaper’

Media Coverage

PM Modi at BRICS summit: Dismantle ‘pyramid of privilege’ to make Global South a ‘rule-shaper’
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 13, 2026
September 13, 2026

Confidence on the Stage, Consensus in the Room: India’s BRICS 2026 Under PM Modi

PM Modi’s India: UPI in the Pocket, Solar on the Roof, Freight on the Rail