ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ପ୍ରାକୃତିକ ସୌନ୍ଦର୍ଯ୍ୟ ତଥା ପରିବେଶ ସଂରକ୍ଷଣ ପାଇଁ କନ୍ନଡ ଅଭିନେତା ପୁନିଥ୍‍ ରାଜକୁମାରଙ୍କୁ ଶ୍ରଦ୍ଧାଞ୍ଜଳି ସ୍ୱରୂପ ତାଙ୍କ ନିକଟରେ ଥିବା ଏକ ପ୍ରକଳ୍ପ ଗାନ୍ଧଡା ଗୁଡିର ଟ୍ରେଲର ରିଲିଜ ହେବା ପରେ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସ୍ୱର୍ଗତ ପୁନିଥ୍‍ ରାଜକୁମାର ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କ ହୃଦୟରେ ବାସ କରନ୍ତି ।

କନ୍ନଡ ଅଭିନେତା ସ୍ୱର୍ଗତ ପୁନିଥ୍‍ ରାଜକୁମାରଙ୍କ ପତ୍ନୀ ଅଶ୍ୱିନୀ ପୁନିଥ୍‍ ରାଜକୁମାରଙ୍କ ଟୁଇଟ୍‍କୁ ଉଦ୍ଧୃତ କରି ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ଆପୁ ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କ ହୃଦୟରେ ବାସ କରେ । ସେ ଉଜ୍ଜ୍ୱଳ ବ୍ୟକ୍ତିତ୍ୱ ,, ଶକ୍ତିରେ ପରିପୂର୍ଣ୍ଣ ଏବଂ ଅଦ୍ୱିତୀୟ ପ୍ରତିଭାରେ ଆଶୀର୍ବାଦ ପ୍ରାପ୍ତ ହୋଇଥିଲେ । ଗାନ୍ଧଡା ଗୁଡି ମାତା ପ୍ରକୃତି, କର୍ଣ୍ଣାଟକର ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ପରିବେଶ ସଂରକ୍ଷଣ ପ୍ରତି ଏକ ଶ୍ରଦ୍ଧାଞ୍ଜଳି । ଏହି ପ୍ରୟାସ ପାଇଁ ମୋର ଶୁଭେଚ୍ଛା ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PSBs post record ₹1.98 trillion net profit in FY26 amid robust growth

Media Coverage

PSBs post record ₹1.98 trillion net profit in FY26 amid robust growth
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam, emphasising on the harmony of strength and capability
May 13, 2026
Prime Minister recalls the 1998 Nuclear tests as a defining moment in our nation’s resolve

The Prime Minister, Shri Narendra Modi today recalled the historic Nuclear tests conducted by India in Pokhran in May 1998, describing them as a defining moment in our nation's resolve. “After the May 11 tests, the entire world brought pressure to bear on India, but we demonstrated that no power can bend India”, Shri Modi remarked.

The Prime Minister shared a Sanskrit verse-

“एवं परस्परापेक्षा शक्तिशक्तिमतोः स्थिता ।

न शिवेन विना शक्तिर्न शक्त्या विना शिवः।।”

The Prime Minister wrote on X;

“1998 में इसी दिन भारत ने जो परमाणु परीक्षण किए थे, उनसे दुनिया को पता चला कि हमारे देश की इच्छाशक्ति कितनी अटल है! 11 मई के टेस्ट के बाद पूरी दुनिया का दबाव भारत पर था, लेकिन हमने दिखाया कि कोई भी ताकत भारत को झुका नहीं सकती।

एवं परस्परापेक्षा शक्तिशक्तिमतोः स्थिता ।

न शिवेन विना शक्तिर्न शक्त्या विना शिवः।।”