ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବାରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋଁଙ୍କୁ ଧନ୍ୟବାଦ ଜଣାଇଛନ୍ତି । 

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ।

 

ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କ ଶୁଭେଚ୍ଛା ବାର୍ତ୍ତା ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଟ୍ୱିଟ କରିଛନ୍ତି ।

 

ଭାରତର ଜି-୨୦ ଅଧ୍ୟକ୍ଷତା ପାଇଁ ସ୍ପେନ ପ୍ରଧାନମନ୍ତ୍ରୀ ପେଦ୍ରୋ ସାଞ୍ଚେଜଙ୍କ ଶୁଭେଚ୍ଛା ବାର୍ତ୍ତା ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଉଦାର ଶବ୍ଦ ପାଇଁ କୃତଜ୍ଞତା ବ୍ୟକ୍ତ କରିବା ସହ ଟ୍ୱିଟ କରିଛନ୍ତି ।

 

ୟୁରୋପୀୟ ସଂଘ ସଭାପତି ଚାର୍ଲସ ମିସେଲଙ୍କ ଶୁଭେଚ୍ଛା ବାର୍ତ୍ତା ପ୍ରତ୍ୟୁତ୍ତରରେ ଶ୍ରୀ ମୋଦୀ ତାଙ୍କୁ ଧନ୍ୟବାଦ ଜଣାଇ ଟ୍ୱିଟ କରିଛନ୍ତି ।

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଜି-୨୦ ଅଧ୍ୟକ୍ଷତାକୁ ସମର୍ଥନ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଆମେରିକା ରାଷ୍ଟ୍ରପତିଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Italy and India: A strategic partnership for the Indo-Mediterranean

Media Coverage

Italy and India: A strategic partnership for the Indo-Mediterranean
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 19, 2026
May 19, 2026

Exports Up, Economy Strong, World Collaborating: PM Modi's Reforms Delivering Jobs, Growth & Green Future