‘ଅନରାରୀ ଅର୍ଡର ଅଫ୍ ଫ୍ରିଡମ୍ ଅଫ୍ ବାର୍ବାଡୋସ୍’ ସମ୍ମାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାର୍ବାଡୋସର ସରକାର ଏବଂ ଜନସାଧାରଣଙ୍କୁ କୃତଜ୍ଞତା ଜଣାଇଛନ୍ତି । ୧୪୦ କୋଟି ଭାରତୀୟ ଏବଂ ଭାରତ ଓ ବାର୍ବାଡୋସ୍ ମଧ୍ୟରେ ଥିବା ଗୁଢ଼ ସମ୍ପର୍କ ଉଦେ୍ଦଶ୍ୟରେ ପ୍ରଧାନମନ୍ତ୍ରୀ ଏହି ସମ୍ମାନକୁ ଉତ୍ସର୍ଗ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଏହି ସମ୍ମାନ ପାଇଁ ବାର୍ବାଡୋସ ସରକାର ଏବଂ ଜନସାଧାରଣଙ୍କ ନିକଟରେ କୃତଜ୍ଞ ।

୧୪୦ କୋଟି ଭାରତୀୟ ଏବଂ ଭାରତ ଓ ବାର୍ବାଡୋସ୍ ମଧ୍ୟରେ ଥିବା ଗୁଢ଼ ସମ୍ପର୍କ ଉଦେ୍ଦଶ୍ୟରେ ଏହି ସମ୍ମାନକୁ ଉତ୍ସର୍ଗ କରୁଛି ।”

@DameSandraMason

@miaamormottley

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
AI could contribute over $500 bn to India's economy by 2030: IBM-IndiaAI study

Media Coverage

AI could contribute over $500 bn to India's economy by 2030: IBM-IndiaAI study
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam, emphasising that India’s growing strength driven by the resolve and dedication of its people
May 15, 2026

The Prime Minister, Shri Narendra Modi today shared Sanskrit Subhashitam emphasising that India’s continuous rise on the global stage is powered by the determination, hard work and collective spirit of its people.

The Prime Minister shared a Sanskrit verse-

“यथाशक्ति चिकीर्षन्ति यथाशक्ति च कुर्वते।

न किञ्चिदवमन्यन्ते नराः पण्डितबुद्धयः॥”

The Prime Minister wrote on X;

“देशवासियों के इन्हीं गुणों से भारत आज अपने सामर्थ्य को निरंतर बढ़ा रहा है…

यथाशक्ति चिकीर्षन्ति यथाशक्ति च कुर्वते।

न किञ्चिदवमन्यन्ते नराः पण्डितबुद्धयः॥”