ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଭାରତର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ଶୁଭେଚ୍ଛା ସମର୍ପିତ ଭାବନାରେ ଦେଶର ସେବା କରିବା ପାଇଁ ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ।”

ଆଜି ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣଙ୍କ ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ଧନ୍ୟବାଦ, ଉପରାଷ୍ଟ୍ରପତି ଥିରୁ ସିପି ରାଧାକ୍ରିଷ୍ଣନ ଜୀ । ଆପଣଙ୍କ ଶୁଭେଚ୍ଛା ସମର୍ପିତ ଭାବନାରେ ଦେଶର ସେବା କରିବା ପାଇଁ ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ।”

@VPIndia

@CPR_VP

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India Exports 3.15 lakh Tonnes Sugar in Oct-Feb of 2025-26 Marketing Year: AISTA

Media Coverage

India Exports 3.15 lakh Tonnes Sugar in Oct-Feb of 2025-26 Marketing Year: AISTA
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 17, 2026
March 17, 2026

Resilient Bharat Rising: From Safe LPG Deliveries to UPI Dominance and Women's Empowerment Achievements Under PM Modi's Leadership