ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝଲୱାର ସ୍କୁଲ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । “ଏଭଳି ଦୁଃଖର ଘଡ଼ସନ୍ଧି ମୁହୂର୍ତ୍ତରେ ପୀଡ଼ିତ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ସହ ମୋର ସମବେଦନା” ଶ୍ରୀ ମୋଦୀ କହିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି :

“ରାଜସ୍ଥାନର ଝଲୱାରୀ ସ୍କୁଲରେ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ଘଟଣା । ଏଭଳି ଦୁଃଖର ଘଡ଼ସନ୍ଧି ମୁହୂର୍ତ୍ତରେ ପୀଡ଼ିତ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ସହ ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତଙ୍କୁ କର୍ତ୍ତୃପକ୍ଷ ଯଥାସମ୍ଭବ ସହାୟତା ଯୋଗାଇ ଦେଉଛନ୍ତି: ପ୍ରଧାନମନ୍ତ୍ରୀ @narendramodi”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jumbo Indian contingent comprising 768 athletes, support staff and officials for Asian Games

Media Coverage

Jumbo Indian contingent comprising 768 athletes, support staff and officials for Asian Games
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 4, 2026
September 04, 2026

Make in India, Power India, Play for India: Multi-Sector Momentum Under PM Modi’s Leadership