ଭାରତର ରାଷ୍ଟ୍ରପତି ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟର କୁଳପତି ଶ୍ରୀ ସତନମ ସିଂ ସାନ୍ଧୁଙ୍କୁ ରାଜ୍ୟସଭାକୁ ମନୋନୀତ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ରାଷ୍ଟ୍ରପତି ଜୀ ଶ୍ରୀ ସତନମ ସିଂ ସାନ୍ଧୁ ଜୀଙ୍କୁ ରାଜ୍ୟସଭାକୁ ମନୋନୀତ କରିଥିବାରୁ ମୁଁ ଖୁସି । ସତନମ ନିଜକୁ ଜଣେ ବିଶିଷ୍ଟ ଶିକ୍ଷାବିତ୍ ତଥା ସାମାଜିକକର୍ମୀ ଭାବେ ପରିଚିତ କରାଇଛନ୍ତି, ଯିଏ କି ତୃଣମୂଳ ସ୍ତରରେ ଲୋକଙ୍କୁ ବିଭିନ୍ନ ମାଧ୍ୟମରେ ସେବା ଯୋଗାଇଆସୁଛନ୍ତି । ଜାତୀୟ ଏକୀକରଣକୁ ଆଗକୁ ନେବା ପାଇଁ ସେ ସର୍ବଦା ବହୁ ପରିଶ୍ରମ କରିଛନ୍ତି ଏବଂ ଭାରତୀୟ ସମୁଦାୟ ସହ ମଧ୍ୟ କାର୍ଯ୍ୟ କରିଛନ୍ତି । ତାଙ୍କ ସଂସଦୀୟ ଯାତ୍ରା ପାଇଁ ମୁଁ ତାଙ୍କୁ ଶୁଭକାମନା ଜଣାଉଛି ଏବଂ ରାଜ୍ୟସଭା କାର୍ଯ୍ୟ ପ୍ରକ୍ରିୟା ତାଙ୍କ ବିଚାରରେ ସମୃଦ୍ଧ ହେବ ବୋଲି ମୋର ବିଶ୍ୱାସ ।’’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Cabinet approves Rs 4,415 crore upgrade of 233 km NH-347B in Madhya Pradesh

Media Coverage

Cabinet approves Rs 4,415 crore upgrade of 233 km NH-347B in Madhya Pradesh
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 4, 2026
June 04, 2026

India's Remarkable Stride Under PM Modi: Clean Energy Jobs, Infrastructure Surge & Global Trade Wins