ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ପ୍ରଭାବରେ ସନ୍ତୋଷ ବ୍ୟକ୍ତ କରିବା ସହ କହିଛନ୍ତି, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଆମ ଚାଷୀ ଭାଇ ଓ ଭଉଣୀଙ୍କ ମୁହଁରେ ହସ ଭରି ଦେଇଛି, ଏହାଠାରୁ ବଳି ବଡ ଖୁସି ଆଉ କଣ ହୋଇପାରେ ।

ରାଜ୍ୟସଭା ସାଂସଗ ଶ୍ରୀ ରାମଚନ୍ଦର ଜାଙ୍ଗରା ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସୁଫଳ ସମ୍ପର୍କରେ ଜଣାଇଥିଲେ ।

ରାଜ୍ୟସଭା ସାଂସଦଙ୍କ ଟ୍ୱିଟ ଶୃଙ୍ଖଳର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଆମ ଚାଷୀ ଭାଇ ଓ ଭଉଣୀଙ୍କ ମୁହଁରେ ହସ ଭରି ଦେଇଛି, ଏହାଠାରୁ ବଳି ବଡ ଖୁସି ଆଉ କଣ ହୋଇପାରେ ।”

“प्रधानमंत्री फसल बीमा योजना ने हमारे किसान भाई-बहनों के चेहरों पर जो मुस्कान बिखेरी है, उससे बड़ी खुशी और क्या हो सकती है!”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's new FTA playbook looks beyond trade and tariffs to investment ties

Media Coverage

India's new FTA playbook looks beyond trade and tariffs to investment ties
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 14, 2026
January 14, 2026

Viksit Bharat Rising: Economic Boom, Tech Dominance, and Cultural Renaissance in 2025 Under the Leadership of PM Modi