ଭାରତର ଟିକାକରଣ ଅଭିଯାନ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । ଏବେ ଭାରତର ୫୦ ପ୍ରତିଶତରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ସମ୍ପୂର୍ଣ୍ଣ ଟିକାକରଣ ହୋଇ ସାରିଲାଣି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମଣ୍ଡାଭିୟାଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଭାରତର ଟିକାକରଣ ଅଭିଯାନ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି । କୋଭିଡ-୧୯ ବିରୋଧରେ ଲଢେଇକୁ ମଜବୁତ କରିବା ପାଇଁ ଏହି ଗତିଶୀଳତା ବଜାୟ ରହିବା ଜରୁରୀ ।

ଆଉ ହଁ, ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ଭଳି କୋଭିଡ-୧୯ ସହ ଜଡିତ ସମସ୍ତ ପ୍ରୋଟୋକଲ ସଦାସର୍ବଦା ପାଳନ କରନ୍ତୁ ।”

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
Around 8 million jobs created under the PMEGP, says MSME ministry

Media Coverage

Around 8 million jobs created under the PMEGP, says MSME ministry
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 23, 2024
July 23, 2024

Budget 2024-25 sets the tone for an all-inclusive, high growth era under Modi 3.0