ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମା ସ୍ଥାପନ କରାଯାଇଥିବାରୁ ସନ୍ତୋଷତା ପ୍ରକାଶ କରିଛନ୍ତି ଓ ଏହା ସବୁ ଭାରତୀୟଙ୍କ ପାଇଁ ଗୌରବର ବିଷୟ ବୋଲି ଉଲ୍ଲେଖ କରିଛନ୍ତି ।

ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବିଷ ଏକ ଟୁଇଟର ପ୍ରତ୍ୟୁତରରେ ପ୍ରଧାନମନ୍ତ୍ରୀ ଟୁଇଟ୍   କରିଛନ୍ତି:

“ଏହା ଦେଖି ସମସ୍ତ ଭରତୀୟଙ୍କୁ ଗର୍ବ ଅନୁଭବ ହେଉଛି! ଛତ୍ରପତି ଶିବାଜୀ ମହାରାଜଙ୍କ ବିଚାରଧାରା ସାରା ବିଶ୍ବରେ ଗୁଞ୍ଜରିତ ହେଉଛି। ପିଏମ୍ @KumarJugnauthଙ୍କର ଗରୀମାମୟୀ ଉପସ୍ଥିତି ଏହି ଅବସରକୁ ଆହୁରି ସ୍ବତନ୍ତ୍ର କରିଛି।”

 

 

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
Tamil Nadu is writing a new chapter of progress in Thoothukudi: PM Narendra Modi

Media Coverage

Tamil Nadu is writing a new chapter of progress in Thoothukudi: PM Narendra Modi
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles loss of lives due to road accident in Dindori, Madhya Pradesh
February 29, 2024

The Prime Minister, Shri Narendra Modi has expressed deep grief over the loss of lives due to road accident in Dindori district of Madhya Pradesh.

Shri Modi also wished speedy recovery for those injured in the accident.

The Prime Minister’s Office posted on X;

“मध्य प्रदेश के डिंडोरी में हुई सड़क दुर्घटना अत्यंत दुखद है। मेरी संवेदनाएं शोकाकुल परिजनों के साथ हैं। ईश्वर उन्हें इस कठिन समय में संबल प्रदान करे। इसके साथ ही मैं सभी घायल लोगों के जल्द स्वस्थ होने की कामना करता हूं। राज्य सरकार की देखरेख में स्थानीय प्रशासन पीड़ितों की हरसंभव सहायता में जुटा है: PM @narendramodi”