ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନ ଧନ ଆକାଉଣ୍ଟରେ ଉଲ୍ଲେଖନୀୟ ଉପଲବ୍ଧିକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି । ଜନ ଧନ ଆକାଉଣ୍ଟ ସଂଖ୍ୟା ୫୦ କୋଟି ଟପିଛି ।

ଏହି ଆକାଉଣ୍ଟଗୁଡ଼ିକ ମଧ୍ୟରୁ ଅଧାରୁ ଅଧିକ ଆମ ନାରୀ ଶକ୍ତିଙ୍କର ଦେଖି ଆହୁରି ଖୁସି ବୋଲି ଶ୍ରୀ ମୋଦୀ କହିଛନ୍ତି ।

ପିଆଇବି ଇଣ୍ଡିଆର ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ଏହା ଏକ ଉଲ୍ଲେଖନୀୟ ଉପଲବ୍ଧି । ଏହା ଦେଖି ଖୁସି ଯେ ଏହି ଆକାଉଣ୍ଟଗୁଡ଼ିକ ମଧ୍ୟରୁ ଅଧାରୁ ଅଧିକ ଆମ ନାରୀଶକ୍ତିଙ୍କର । ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧସହରାଞ୍ଚଳରେ ୬୭% ଆକାଉଣ୍ଟ ଖୋଲାଯାଇଥିବାବେଳେ ଆମେ ସୁନିଶ୍ଚିତ କରୁଛୁ ଯେ ଆର୍ଥିକ ଅନ୍ତର୍ଭୂକ୍ତିକରଣର ଲାଭ ଆମ ଦେଶର ପ୍ରତ୍ୟେକ କୋଣରେ ପହଞ୍ଚିବ’ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India surpasses China, emerges as world’s largest rice producer

Media Coverage

India surpasses China, emerges as world’s largest rice producer
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 5, 2026
January 05, 2026