ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପବିତ୍ର ଆଷାଢ଼ୀ ବିଜ, କୁଚି ନବ ବର୍ଷ ଅବସରରେ ବିଶ୍ୱବ୍ୟାପୀ ଥିବା କୁଚି ସମୁଦାୟର ଲୋକଙ୍କୁ ଶୁଭକାମନା ଜଣାଇଛନ୍ତି ।

ଏକ ସ୍ୱତନ୍ତ୍ର ଏକ୍ସ ପୋଷ୍ଟରେ ସେ ଲେଖିଛନ୍ତି:

“ଆଷାଢ଼ୀ ବିଜର ବିଶେଷ ଅବସରରେ ବିଶ୍ୱବ୍ୟାପୀ ଥିବା କୁଚି ସମୁଦାୟଙ୍କୁ ଶୁଭକାମନା । ଆସୁଥିବା ବର୍ଷ ସମସ୍ତଙ୍କ ପାଇଁ ଶାନ୍ତି, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣି ଆସୁ ।”

“અષાઢી બીજ એટલે કચ્છી નયેં વરેંજે અવસર તેં કચ્છમેં અને દેશ, દુનિયામેં વસધલ કચ્છી ભા, ભેણેં કે ધિલસેં વધાઇયું ડીયાંતો અને સુખ, શાંતિ, સમૃદ્ધિ અને આરોગ્ય હમેશાં જળવાઇ રે એડ઼ી શુભેચ્છાઉં ડીયાંતો.”

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Water conservation in India: The community as custodian

Media Coverage

Water conservation in India: The community as custodian
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 21, 2026
March 21, 2026

Empowering Bharat Holistically: Health, Finance, Heritage & Export Growth Under the Leadership of PM Modi