ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ପୋଇଲା ବୈଶାଖ' ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସ ରେ ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି;
"ଶୁଭ ନୋବୋବୋର୍ଷୋ! ପୋଇଲା ବୈଶାଖର ଶୁଭେଚ୍ଛା "
Shubho Noboborsho! Best wishes on Poila Boishakh. pic.twitter.com/cENMmd2J2L
— Narendra Modi (@narendramodi) April 15, 2026


