ରଜ ପର୍ବର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରଜ ପର୍ବର ପବିତ୍ର ଅବସରରେ ଶୁଭକାମନା । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି” ।
‘ରଜ ପର୍ବ’ର ପବିତ୍ର ଅବସରରେ ହାର୍ଦ୍ଦିକ ଶୁଭକାମନା । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି ।
— Narendra Modi (@narendramodi) June 14, 2021
Best wishes on the auspicious occasion of Raja Parba. I pray for the good health and well-being of everyone.
— Narendra Modi (@narendramodi) June 14, 2021


