ଆଜି ଦକ୍ଷିଣ କୋରିଆ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ୟୁନ ସୁକ-ୟୋଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଓ ଶୁଭକାମନା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଦକ୍ଷିଣ କୋରିଆ ରାଷ୍ଟ୍ରପତି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଥିବା @sukyeol__yoonଙ୍କୁ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ତାଙ୍କୁ ଶୀଘ୍ର ଭେଟିବା ସହ ଭାରତ-ଦକ୍ଷିଣ କୋରିଆ ସମ୍ପର୍କକୁ ଆହୁରି ମଜବୁତ ଓ ସମୃଦ୍ଧ କରିବା ପାଇଁ ଆଗ୍ରହୀ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Reforms, agile economic management bearing fruit: FM on 7.8% Q1 GDP growth

Media Coverage

Reforms, agile economic management bearing fruit: FM on 7.8% Q1 GDP growth
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the qualities of a truly wise person
September 01, 2026

Prime Minister Shri Narendra Modi shared a Sanskrit Subhashitam today, highlighting the qualities of a truly wise person.

The Prime Minister wrote on X;

"यस्य कृत्यं न जानन्ति मन्त्रं वा मन्त्रितं परे।

कृतमेवास्य जानन्ति स वै पण्डित उच्यते॥"

A truly wise person is one whose plans and actions remain hidden from others until they are completed. Such a disciplined, discerning and thoughtful person is rightly regarded as truly wise.