ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ନିଜର ଗୌରବମୟ ଇତିହାସ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ଜଣାଶୁଣା ମଧ୍ୟପ୍ରଦେଶ ଆଜି ଏହାର ଲୋକମାନଙ୍କ ଆକାଂକ୍ଷାକୁ ସର୍ବୋପରି ରଖିବା ସହ ପ୍ରତ୍ୟେକ କ୍ଷେତ୍ରରେ ଦ୍ରୁତ ପ୍ରଗତି ହାସଲ କରୁଛି । ସେ ବିଶ୍ୱାସ ପ୍ରକାଶ କରିଛନ୍ତି ଯେ, ମଧ୍ୟପ୍ରଦେଶର ଲୋକଙ୍କ ପ୍ରତିଭା ଏବଂ କଠିନ ପରିଶ୍ରମ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଅମୂଲ୍ୟ ଭୂମିକା ଗ୍ରହଣ କରିବ ।
ପ୍ରଧାନମନ୍ତ୍ରୀ କହିଛନ୍ତି;
“ଗୌରବମୟ ଇତିହାସ ଏବଂ ସାଂସ୍କୃତିକ ଐତିହ୍ୟ ଥିବା ରାଜ୍ୟ ମଧ୍ୟପ୍ରଦେଶର ମୋର ସମସ୍ତ ଭାଇ-ଭଉଣୀମାନଙ୍କୁ ରାଜ୍ୟର ପ୍ରତିଷ୍ଠା ଦିବସର ଅନେକ ଶୁଭକାମନା । ଦେଶର ହୃଦୟରେ ଅବସ୍ଥିତ ଆମର ଏହି ରାଜ୍ୟ ନିଜର ଜନସାଧାରଣଙ୍କ ଆକାଂକ୍ଷାକୁ ସର୍ବାଗ୍ରେ ରଖିବା ସହ ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରଗତିର ନୂତନ ରେକର୍ଡ ସ୍ଥାପନ କରୁଛି । ବିକଶିତ ଭାରତର ସ୍ୱପ୍ନ ସାକାର କରିବାରେ ଏହି ରାଜ୍ୟର ପ୍ରତିଭାଶାଳୀ ଏବଂ ପରିଶ୍ରମୀ ଲୋକମାନେ ଅମୂଲ୍ୟ ଭୂମିକା ଗ୍ରହଣ କରିବେ ବୋଲି ମୋର ବିଶ୍ୱାସ ।”
 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, India sees highest Q1 smartphone exports by value

Media Coverage

Led by iPhones, India sees highest Q1 smartphone exports by value
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 29, 2026
July 29, 2026

Aatmanirbhar & Eco-Conscious: PM Modi’s Record of Results in Conservation, Banking, Exports & Beyond