ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିକ୍ଷକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ମଧ୍ୟ ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ରାଧାକ୍ରିଷ୍ଣନ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ତାଙ୍କର ଜୟନ୍ତୀକୁ ଶିକ୍ଷକ ଦିବସ ଭାବେ ପାଳନ କରାଯାଉଛି ।

ଏକ୍ସରେ ଏକ ଭିଡିଓ ଶେୟାର କରି ଶ୍ରୀ ମୋଦୀ କହିଛନ୍ତି;

“ଶିକ୍ଷକ ଦିବସର ଶୁଭେଚ୍ଛା, ଯୁବ ମାନସିକତାକୁ ସଠିକ ମାର୍ଗ ଦେଖାଉଥିବା ସମସ୍ତ ଶିକ୍ଷକମାନଙ୍କୁ କୃତଜ୍ଞତା ଜଣାଇବାର ଏକ ଉତ୍ସବ । ଡ. ରାଧାକ୍ରିଷ୍ଣନ୍‌ଙ୍କୁ ତାଙ୍କର ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ।”

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jungle raj’ must end for growth: PM Modi in West Bengal; attacks TMC govt

Media Coverage

Jungle raj’ must end for growth: PM Modi in West Bengal; attacks TMC govt
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 18, 2026
January 18, 2026

Cultural Pride and Economic Power: Celebrating PM Modi's Regional Revolutions