ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ଅଲଗା ଅଲଗା ପୋଷ୍ଟରେ ସେ ଲେଖିଛନ୍ତି;
“ଭଗବାନ ଜଗନ୍ନାଥଙ୍କର ପବିତ୍ର ରଥଯାତ୍ରା ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ଶୁଭକାମନା। ଶ୍ରଦ୍ଧା ଏବଂ ଭକ୍ତିର ଏହି ପବିତ୍ର ଉତ୍ସବ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସୌଭାଗ୍ୟ ଭରିଦେଉ, ଏହା ହିଁ ମୋର କାମନା ।
“ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ।
ଜୟ ଜଗନ୍ନାଥ!”
भगवान जगन्नाथ की रथ यात्रा के पवित्र अवसर पर सभी देशवासियों को मेरी ढेरों शुभकामनाएं। श्रद्धा और भक्ति का यह पावन उत्सव हर किसी के जीवन में सुख, समृद्धि, सौभाग्य और उत्तम स्वास्थ्य लेकर आए, यही कामना है। जय जगन्नाथ! pic.twitter.com/vj8K6a0XKM
— Narendra Modi (@narendramodi) June 27, 2025
ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ।
— Narendra Modi (@narendramodi) June 27, 2025
ଜୟ ଜଗନ୍ନାଥ! pic.twitter.com/TBLqIgV8kH


