ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ସିଆର୍‌ପିଏଫର ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ ସିଆରପିଏଫ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସିଆର୍‌ପିଏଫ୍ କର୍ମଚାରୀମାନେ ଅତ୍ୟନ୍ତ କଠିନ ପରିସ୍ଥିତିରେ ସେମାନଙ୍କର କର୍ତ୍ତବ୍ୟ, ସାହସ ଏବଂ ଦୃଢ଼ ପ୍ରତିବଦ୍ଧତା ପାଇଁ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସମସ୍ତ ସିଆରପିଏଫ କର୍ମଚାରୀମାନଙ୍କୁ ପ୍ରତିଷ୍ଠା ଦିବସର ଶୁଭେଚ୍ଛା । ଏହି ବାହିନୀ ଆମର ସୁରକ୍ଷା ବ୍ୟବସ୍ଥାରେ ବିଶେଷକରି ଆଭ୍ୟନ୍ତରୀଣ ସୁରକ୍ଷା ସହିତ ଜଡିତ ଆହ୍ୱାନପୂର୍ଣ୍ଣ ଦିଗଗୁଡିକରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ସିଆର୍‌ପିଏଫ କର୍ମଚାରୀମାନେ ଅତ୍ୟନ୍ତ କଠିନ ପରିସ୍ଥିତିରେ ସେମାନଙ୍କର କର୍ତ୍ତବ୍ୟ, ସାହସ ଏବଂ ଦୃଢ଼ ପ୍ରତିବଦ୍ଧତା ପାଇଁ ନିଜର ଏକ ସ୍ୱତନ୍ତ୍ର ପରିଚୟ କରିଛନ୍ତି । ମାନବୀୟ ଆହ୍ୱାନ ଉପରେ ବିଜୟ ହାସଲ କରିବାରେ ସେମାନଙ୍କର ଅବଦାନ ମଧ୍ୟ ପ୍ରଶଂସନୀୟ ।”

@crpfindia

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Substance Abuse Takes Youth Away From Their Dreams’: PM Modi Launches Anti-Drug Campaign

Media Coverage

‘Substance Abuse Takes Youth Away From Their Dreams’: PM Modi Launches Anti-Drug Campaign
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026