ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ତମ ସ୍ୱାଧୀନତା ଦିବସରେ ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ ଏବଂ ଆମେରିକାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ତମ ସ୍ୱାଧୀନତା ଦିବସରେ,  ପୋଟସ୍‌, ଜୋ ବାଇଡେନ,  ଉପରାଷ୍ଟ୍ରପତି  କମଲା ହାରିସ୍ ଏବଂ ଆମେରିକାର ଲୋକଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
On Puri’s Grand Road, a devotee’s submission

Media Coverage

On Puri’s Grand Road, a devotee’s submission
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 16, 2026
July 16, 2026

Atmanirbhar to Inclusive: PM Modi’s Blueprint for a Self-Reliant, Empowered & Culturally Rooted Bharat