ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନଏସଜି ପ୍ରତିଷ୍ଠା ଦିବସ ଅବସରରେ ଏନଏସଜି ଯବାନଙ୍କ ଅଦମ୍ୟ ସାହସ ଏବଂ ଦୃଢ଼ ସଂକଳ୍ପର ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଦେଶକୁ ଆତଙ୍କବାଦରୁ ବଞ୍ଚାଇବାରେ, “ଆମର ନାଗରିକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାରେ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ରକ୍ଷା କରିବାରେ ଏନଏସଜି ମହତ୍ୱପୂର୍ଣ୍ଣ ଭୂମିକା ନିଭାଇଛି ।”

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ରାଷ୍ଟ୍ରୀୟ ସୁରକ୍ଷା ଗାର୍ଡ (ଏନଏସଜି) ପ୍ରତିଷ୍ଠା ଦିବସ ଅବସରରେ, ମୁଁ ସମସ୍ତ ଏନଏସଜି ଯବାନଙ୍କୁ ଶୁଭକାମନା ଜଣାଉଛି । ଏନଏସଜି ଯବାନମାନେ ନିଜର ଅଦ୍ୱିତୀୟ ସାହସ ଏବଂ ସମର୍ପଣରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଦେଶକୁ ଆତଙ୍କବାଦରୁ ବଞ୍ଚାଇବାରେ, “ଆମର ନାଗରିକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାରେ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ରକ୍ଷା କରିବାରେ ଏନଏସଜି ନିର୍ଣ୍ଣାୟକ ଭୂମିକା ନିଭାଇଛି ।”

@nsgblackcats  

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's Economic Journey: From Licence Raj To Pragmatic Governance

Media Coverage

India's Economic Journey: From Licence Raj To Pragmatic Governance
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 27, 2026
August 27, 2026

Make in India Goes Global: Engineering Boom, Rice Triumph & EU FTA Breakthrough Under PM Modi