ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମକର ସଂକ୍ରାନ୍ତିର ଶୁଭ ଅବସରରେ କର୍ଣ୍ଣାଟକବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଶ୍ରୀ ବାସଭାରାଜ ଏସ ବୋମ୍ମାଇଙ୍କ ମକର ସଂକ୍ରାନ୍ତି ଶୁଭେଚ୍ଛା ଉତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମୋର କର୍ଣ୍ଣାଟକର ଭଉଣୀ ଓ ଭାଇ ମାନଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଉଛି, ଜାତୀୟ ପ୍ରଗତିରେ ଏହି ରାଜ୍ୟର ଅଭୂତପୂର୍ବ ଅବଦାନ ରହିଛି ।

ରାଜ୍ୟବାସୀଙ୍କ ସଶକ୍ତିକରଣ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କାର୍ଯ୍ୟ ଜାରି ରଖିବେ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Women apprentices in India rise 58% over three years: TeamLease report

Media Coverage

Women apprentices in India rise 58% over three years: TeamLease report
NM on the go

Nm on the go

Always be the first to hear from the PM. Get the App Now!
...
PM Modi shares a Sanskrit Subhashitam urging citizens to to “Arise, Awake” for Higher Purpose
January 13, 2026

The Prime Minister Shri Narendra Modi today shared a Sanskrit Subhashitam urging citizens to embrace the spirit of awakening. Success is achieved when one perseveres along life’s challenging path with courage and clarity.

In a post on X, Shri Modi wrote:

“उत्तिष्ठत जाग्रत प्राप्य वरान्निबोधत।

क्षुरस्य धारा निशिता दुरत्यया दुर्गं पथस्तत्कवयो वदन्ति॥”