ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିଆଇଏସ୍‌ଏଫ୍‌ର ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ସିଆଇଏସ୍‌ଏଫ୍ ବାହିନୀ ଏହାର ବୃତ୍ତିଗତତା, ସମର୍ପଣ ଏବଂ ସାହସ ପାଇଁ ଉଚ୍ଚ ପ୍ରଶଂସିତ । ପ୍ରଧାନମନ୍ତ୍ରୀ କହିଛନ୍ତି, “ସେମାନେ ଅତ୍ୟାବଶ୍ୟକ ଭିତ୍ତିଭୂମିର ସୁରକ୍ଷା କରିବା ସହ ପ୍ରତିଦିନ ଅଗଣିତ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରି ଆମ ସୁରକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗହଣ କରନ୍ତି । କର୍ତ୍ତବ୍ୟ ପ୍ରତି ସେମାନଙ୍କର ଅଟଳ ପ୍ରତିବଦ୍ଧତା ପ୍ରକୃତରେ ପ୍ରଶଂସନୀୟ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ସିଆଇଏସ୍‌ଏଫ୍‌ର ସମସ୍ତ କର୍ମଚାରୀଙ୍କୁ ପ୍ରତିଷ୍ଠା ଦିବସର ଶୁଭେଚ୍ଛା! ଏହି ବାହିନୀ ଏହାରର ବୃତ୍ତିଗତତା, ସମର୍ପଣ ଏବଂ ସାହସ ପାଇଁ ପ୍ରଶଂସିତ । ସେମାନେ ଅତ୍ୟାବଶ୍ୟକ ଭିତ୍ତିଭୂମିକୁ ସୁରକ୍ଷା ଦେଇ ଏବଂ ପ୍ରତିଦିନ ଅଗଣିତ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରି ଆମ ସୁରକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି । କର୍ତ୍ତବ୍ୟ ପ୍ରତି ସେମାନଙ୍କର ଅଟଳ ପ୍ରତିବଦ୍ଧତା ପ୍ରକୃତରେ ପ୍ରଶଂସନୀୟ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Retail sales up 9% in February; apparel, grocery lead as demand stabilises

Media Coverage

Retail sales up 9% in February; apparel, grocery lead as demand stabilises
NM on the go

Nm on the go

Always be the first to hear from the PM. Get the App Now!
...
Governor of Nagaland meets Prime Minister
March 24, 2026