ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତନ୍ତ୍ର ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଗଣତନ୍ତ୍ର ଦିବସର ଅନେକ ଶୁଭକାମନା । ଚଳିତ ଅବସର ଏଥିପାଇଁ ସ୍ୱତନ୍ତ୍ର ଯେ, ଏହାକୁ ଆମେ ସ୍ୱାଧୀନତାର ଅମୃତ ମହୋତ୍ସବ ବେଳେ ପାଳନ କରୁଛେ । ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଆମେ ଏକତ୍ର ଅଗ୍ରସର ହେବା ବୋଲି କାମନା ।
Happy Republic Day to all fellow Indians!”
गणतंत्र दिवस की ढेर सारी शुभकामनाएं। इस बार का यह अवसर इसलिए भी विशेष है, क्योंकि इसे हम आजादी के अमृत महोत्सव के दौरान मना रहे हैं। देश के महान स्वतंत्रता सेनानियों के सपनों को साकार करने के लिए हम एकजुट होकर आगे बढ़ें, यही कामना है।
— Narendra Modi (@narendramodi) January 26, 2023
Happy Republic Day to all fellow Indians!


