ଦୁର୍ଗାଷ୍ଟମୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମା ଦୁର୍ଗାଙ୍କ ଆଶୀର୍ବାଦ ସବୁବେଳେ ଆମ ଉପରେ ରହୁ ଓ ତାଙ୍କ ଆଶୀର୍ବାଦ ଆମ ସମାଜରେ ସୁଖ ତଥା ସମୃଦ୍ଧିର ଭାବନାକୁ ଆଗେଇ ନେଉ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣମାନଙ୍କୁ ମହାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଉଛି । ନବରାତ୍ରୀର ଏହି ପବିତ୍ର ଅବସରରେ ମା ମହାଗୌରୀଙ୍କ ପୂଜା କରାଯାଏ । ତାଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ପ୍ରତିଭାତ ହେଉ । ମା ମହାଗୌରୀଙ୍କୁ ଏକ ସ୍ତୁତି ନିବେଦନ କରୁଛି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's 1 Trillion Retail Moment: Dawn of Retail Revenue Intelligence

Media Coverage

India's 1 Trillion Retail Moment: Dawn of Retail Revenue Intelligence
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 27, 2026
June 27, 2026

Appreciation for PM Modi's Development-Focused and People-Centric Governance