ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅମୃତ କାଳରେ ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ସଂକଳ୍ପକୁ ସୁଦୃଢ଼ କରିବାକୁ ସେ ଆହ୍ୱାନ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
‘ଆପଣ ସମସ୍ତଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା । ଆସନ୍ତୁ ଏହି ଐତିହାସିକ ଅବସରରେ ଏକ ବିକଶିତ ଭାରତର ସଂକଳ୍ପକୁ ଆହୁରି ମଜଭୁତ କରିବା । ଜୟ ହିନ୍ଦ୍’ ।
आप सभी को स्वतंत्रता दिवस की अनेकानेक शुभकामनाएं। आइए, इस ऐतिहासिक अवसर पर अमृतकाल में विकसित भारत के संकल्प को और सशक्त बनाएं। जय हिंद!
— Narendra Modi (@narendramodi) August 15, 2023
Best wishes on Independence Day. We pay homage to our great freedom fighters and reaffirm our commitment to fulfilling their vision. Jai Hind!


