ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘‘ଭାରତୀୟ ସଂସ୍କୃତି ଏବଂ ଆଧ୍ୟାତ୍ମିକତା ସହିତ ଜଡ଼ିତ ଏହି ଦିବ୍ୟ ଅବସର ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣନ୍ତୁ। ପବିତ୍ର ସ୍ନାନ, ଦାନ, ଆରତୀ ଏବଂ ପୂଜା ସହିତ ଜଡିତ ଆମର ପବିତ୍ର ପରମ୍ପରା ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ", ଶ୍ରୀ ମୋଦୀ କହିଛନ୍ତି। 
ପ୍ରଧାନମନ୍ତ୍ରୀ 'ଏକ୍ସ "ରେ ପୋଷ୍ଟ କରିଛନ୍ତି: 
"କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳିରେ ସାରା ଦେଶରେ ଥିବା ମୋର ପରିବାରର ସମସ୍ତ ସଦସ୍ୟଙ୍କୁ ଅନେକ ଅନେକ ଶୁଭକାମନା। ଭାରତୀୟ ସଂସ୍କୃତି ଏବଂ ଆଧ୍ୟାତ୍ମିକତା ସହିତ ଜଡିତ ଏହି ଦିବ୍ୟ ଅବସର ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସ୍ୱାସ୍ଥ୍ୟ ଏବଂ ସୌଭାଗ୍ୟ ଆଣିଦେଉ। ପବିତ୍ର ସ୍ନାନ, ଦାନ, ଆରତୀ ଏବଂ ପୂଜା ସହିତ ଜଡିତ ଆମର ଏହି ପବିତ୍ର ପରମ୍ପରା ସମସ୍ତଙ୍କ ଜୀବନକୁ ଆଲୋକିତ କରୁ।" 
 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Modi Govt’s 12 years are transformational for industry’

Media Coverage

‘Modi Govt’s 12 years are transformational for industry’
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 12, 2026
June 12, 2026

Breaking Barriers, Building Bharat: PM Modi’s Historic Push for Gender Equality and Inclusive Growth