ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାଷ୍ଟମୀର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପବିତ୍ର ଅବସର ପ୍ରତ୍ୟେକଙ୍କ ଜୀବନରେ ଖୁସି, ଶାନ୍ତି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ । ଶ୍ରୀ ମୋଦୀ ମଧ୍ୟ ଦେବୀଙ୍କ ସ୍ତୁତି ସେୟାର କରିଛନ୍ତି ।
ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ସମସ୍ତ ଦେଶବାସୀଙ୍କୁ ନବରାତ୍ରୀର ମହାଷ୍ଟମୀରେ ବହୁତ ବହୁତ ଶୁଭକାମନା । ଏହି ପବିତ୍ର ଅବସର ପ୍ରତ୍ୟେକଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ ଏହା ହିଁ ମୋର କାମନା ।
https://m.youtube.com/watch?v=45O8KBhSZ0I
सभी देशवासियों को नवरात्रि की महा अष्टमी की ढेरों शुभकामनाएं। मेरी कामना है कि यह पावन अवसर हर किसी के जीवन में सुख, शांति और उत्तम स्वास्थ्य लेकर आए।https://t.co/ohSYlSrWJq
— Narendra Modi (@narendramodi) September 30, 2025


