ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପବିତ୍ର କୃଷ୍ଣ ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି;
“ସମସ୍ତ ଦେଶବାସୀଙ୍କୁ ପବିତ୍ର ଜନ୍ମାଷ୍ଟମୀର ଅନେକ ଶୁଭକାମନା । ଆସ୍ଥା, ଆନନ୍ଦ ଏବଂ ଉତ୍ସାହର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂତନ ଉର୍ଜା ଏବଂ ଉତ୍ସାହ ଭରି ଦେଉ । ଜୟ ଶ୍ରୀ କୃଷ୍ଣ!”
सभी देशवासियों को जन्माष्टमी की असीम शुभकामनाएं। आस्था, आनंद और उमंग का यह पावन-पर्व आप सभी के जीवन में नई ऊर्जा और नए उत्साह का संचार करे। जय श्रीकृष्ण!
— Narendra Modi (@narendramodi) August 16, 2025


