ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ଓନମ’ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଏହି ପର୍ବ ଏକତା, ଆଶା ଏବଂ ସାଂସ୍କୃତିକ ଗୌରବର ପ୍ରତୀକ । ଏହି ସମୟ ଆମ ସମାଜରେ ସଦଭାବର ଭାବନାକୁ ମଜବୁତ ଏବଂ ପ୍ରକୃତି ସହ ଆମର ସମ୍ପର୍କକୁ ଅଧିକ ସୁଦୃଢ଼ କରିବ ।”

ପ୍ରଧାନମନ୍ତ୍ରୀ ଏକ୍ସ ର ଏକ ପୋଷ୍ଟରେ ଲେଖିଛନ୍ତି;

“ସମସ୍ତଙ୍କୁ ଓନମର ହାର୍ଦ୍ଦିକ ଶୁଭକାମନା! ଏହି ସୁନ୍ଦର ପର୍ବ ସମସ୍ତଙ୍କ ପାଇଁ ନୂତନ ଖୁସି, ଉତ୍ତମ ସ୍ୱାସ୍ଥ୍ୟ ଏବଂ ପ୍ରଚୁର ସମୃଦ୍ଧି ଆଣୁ । ‘ଓନମ’ କେରଳର ଶାଶ୍ୱତ ଐତିହ୍ୟ ଏବଂ ସମୃଦ୍ଧ ପରମ୍ପରାକୁ ଦର୍ଶାଇଥାଏ । ଏହି ପର୍ବ ଏକତା, ଆଶା ଏବଂ ସାଂସ୍କୃତିକ ଗୌରବର ପ୍ରତୀକ । ଏହି ସମୟ ଆମ ସମାଜରେ ସଦଭାବର ଭାବନାକୁ ମଜବୁତ ଏବଂ ପ୍ରକୃତି ସହ ଆମର ସମ୍ପର୍କକୁ ଅଧିକ ସୁଦୃଢ଼ କରିବ ।”

 

 

"എല്ലാവർക്കും വളരെ സന്തോഷം നിറഞ്ഞ ഓണാശംസകൾ! ഈ മനോഹരമായ ഉത്സവം എല്ലാവർക്കും സന്തോഷവും നല്ല ആരോഗ്യവും സമൃദ്ധിയും നൽകട്ടെ. ഓണം കേരളത്തിന്റെ പാരമ്പര്യത്തെയും സമ്പന്നമായ സംസ്കാരത്തെയും ഓർമ്മിപ്പിക്കുന്നു. ഈ ഉത്സവം ഐക്യത്തിന്റെയും, പ്രതീക്ഷയുടെയും, സാംസ്കാരിക അഭിമാനത്തിന്റെയും പ്രതീകമാണ്. ഈ വേള നമ്മുടെ സമൂഹത്തിൽ സൗഹാർദ്ദം വളർത്താനും പ്രകൃതിയുമായുള്ള നമ്മുടെ ബന്ധം കൂടുതൽ ദൃഢമാക്കാനും സഹായിക്കട്ടെ."

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Second consignment of 37.5 tonnes HADR aid reaches flood-hit Nepal; India sends 47.5 tonnes of relief material in total

Media Coverage

Second consignment of 37.5 tonnes HADR aid reaches flood-hit Nepal; India sends 47.5 tonnes of relief material in total
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 28, 2026
August 28, 2026

India’s Growth Story, Grounded: Inclusion, Exports, and Infrastructure Under One Vision of PM Modi