ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରକୃତି ସହ ଜଡିତ ପର୍ବ ସତୁଆନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ପ୍ରକୃତି ସହ ଜଡିତ ଉତ୍ସବ ସତୁଆନ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭକାମନା । ଦେଶର ବିଭିନ୍ନ ସ୍ଥାନରେ ପାଳିତ ହେଉଥିବା ଏହି ଉତ୍ସବ ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ସ୍ଫୂର୍ତ୍ତି ଆଣୁ ବୋଲି କାମନା କରୁଛି ।”
प्रकृति से जुड़े उत्सव सतुआन की आप सभी को बहुत-बहुत बधाई। देश के कई हिस्सों में मनाया जाने वाला ये त्योहार हर किसी के जीवन में नई ऊर्जा और स्फूर्ति लेकर आए, यही कामना है।
— Narendra Modi (@narendramodi) April 14, 2023


