ମହାମହିମ ଦଲାଇ ଲାମାଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାର୍ତ୍ତାଳାପ କରିଛନ୍ତି ଏବଂ 86 ତମ ଜନ୍ମ ଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାମହିମ ଦଲାଇ ଲାମାଙ୍କ ସହିତ ଫୋନ ଯୋଗେ କଥା ହୋଇ ତାଙ୍କର 86 ତମ ଜନ୍ମ ଦିନ ଅବସରରେ ଶୁଭେଚ୍ଛା ଜଣାଇଲି । ଆମେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରୁଛୁ” ।
Spoke on phone to His Holiness the @DalaiLama to convey greetings on his 86th birthday. We wish him a long and healthy life.
— Narendra Modi (@narendramodi) July 6, 2021


