ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୌସେନା ଦିବସ ଅବସରରେ ଭାରତୀୟ ନୌସେନାର ସମସ୍ତ ଯବାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଆମ ନୌସେନା ଅସାଧାରଣ ସାହସ ଏବଂ ସଂକଳ୍ପର ପ୍ରତୀକ। ସେମାନେ ଆମ ଉପକୂଳର ସୁରକ୍ଷା କରନ୍ତି ଏବଂ ଆମର ସାମୁଦ୍ରିକ ସ୍ୱାର୍ଥକୁ ବଜାୟ ରଖନ୍ତି। "ମୁଁ ଚଳିତ ବର୍ଷର ଦୀପାବଳିକୁ କେବେବି ଭୁଲି ପାରିବି ନାହିଁ, ଯାହା ମୁଁ ଆଇଏନଏସ ବିକ୍ରାନ୍ତରେ ନୌସେନା କର୍ମଚାରୀଙ୍କ ସହ ବିତାଇଥିଲି। ଭାରତୀୟ ନୌସେନାକୁ ସେମାନଙ୍କ ଆଗାମୀ ପ୍ରୟାସ ପାଇଁ ଶୁଭେଚ୍ଛା ଜଣାଉଛି ବୋଲି ଶ୍ରୀ ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ 'ଏକ୍ସ’ ରେ ପୋଷ୍ଟ କରିଛନ୍ତି:

"ଭାରତୀୟ ନୌସେନାର ସମସ୍ତ ଯବାନଙ୍କୁ ନୌସେନା ଦିବସର ଶୁଭେଚ୍ଛା। ଆମ ନୌସେନା ଅସାଧାରଣ ସାହସ ଏବଂ ଦୃଢ଼ ସଂକଳ୍ପର ପ୍ରତୀକ। ସେମାନେ ଆମ ଉପକୂଳର ସୁରକ୍ଷା କରନ୍ତି ଏବଂ ଆମର ସାମୁଦ୍ରିକ ସ୍ୱାର୍ଥକୁ ବଜାୟ ରଖନ୍ତି। ବିଗତ ବର୍ଷଗୁଡ଼ିକରେ, ଆମର ନୌସେନା ଆତ୍ମନିର୍ଭରଶୀଳତା ଏବଂ ଆଧୁନିକୀକରଣ ଉପରେ ଧ୍ୟାନ ଦେଇଛି। ଏହା ଆମର ସୁରକ୍ଷା ଉପକରଣକୁ ଉନ୍ନତ କରିଛି।

ଆଇ.ଏନ୍.ଏସ୍. ବିକ୍ରାନ୍ତ ଜାହାଜରେ ନୌସେନା କର୍ମଚାରୀଙ୍କ ସହ ବିତାଇଥିବା ଚଳିତ ବର୍ଷର ଦୀପାବଳିକୁ ମୁଁ କେବେବି ଭୁଲି ପାରିବି ନାହିଁ। ଭାରତୀୟ ନୌସେନାକୁ ସେମାନଙ୍କ ଆଗାମୀ ପ୍ରୟାସ ପାଇଁ ଶୁଭେଚ୍ଛା ଜଣାଉଛି "

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
WEF Davos: Industry leaders, policymakers highlight India's transformation, future potential

Media Coverage

WEF Davos: Industry leaders, policymakers highlight India's transformation, future potential
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 20, 2026
January 20, 2026

Viksit Bharat in Motion: PM Modi's Reforms Deliver Jobs, Growth & Global Respect