ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୋଶ ହଶନାହ ଅବସରରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଇସ୍ରାଏଲର ଜନସାଧାରଣ ଓ ବିଶ୍ୱବ୍ୟାପୀ ଥିବା ଇହୁଦୀମାନଙ୍କୁ ମଧ୍ୟ ନବ ବର୍ଷର ଶୁଭକାମନା ଜଣାଇଛନ୍ତି ।

“ମୋ ବନ୍ଧୁ @netanyahu, ଇସ୍ରାଏଲର ଜନସାଧାରଣ ଓ ବିଶ୍ୱବ୍ୟାପୀ ଥିବା ଇହୁଦୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା । ନବ ବର୍ଷ ସମସ୍ତଙ୍କ ଜୀବନରେ ଶାନ୍ତି, ଆଶା ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ । ଶାନା ତୋବା!”

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Spirituality remains key driver for travel in Asia, India ranks top: Report

Media Coverage

Spirituality remains key driver for travel in Asia, India ranks top: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 26, 2026
March 26, 2026

India’s Economy, Innovative Spirit and Global Standing Continue to Thrive with the Modi Government