ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବୋହାଗ ବିହୁ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି, “ପବିତ୍ର ବୋହାଗ ବିହୁ ଅବସରରେ ଆସାମର ଜନସାଧାରଣଙ୍କୁ ଅଭିନନ୍ଦନ । ମୁଁ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ଶାନ୍ତି ପାଇଁ ପ୍ରାର୍ଥନା କରୁଛି । ଆସାମ ରାଜ୍ୟ ସମୃଦ୍ଧିର ନୂତନ ଶିଖର ଛୁଇଁବା ନେଇ ଆଶା କରୁଛି” ।   

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
With 2.5 crore jabs on PM’s birthday, India sets new record for Covid-19 vaccines

Media Coverage

With 2.5 crore jabs on PM’s birthday, India sets new record for Covid-19 vaccines
...

Nm on the go

Always be the first to hear from the PM. Get the App Now!
...
ଜନ୍ମଦିନ ଶୁଭେଚ୍ଛା ଜଣାଇଥିବା ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ଅନ୍ୟ ବିଶ୍ୱ ନେତାଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
September 17, 2021
ସେୟାର
 
Comments

ଜନ୍ମଦିନ ଶୁଭେଚ୍ଛା ଜଣାଇଥିବା ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ଅନ୍ୟ ବିଶ୍ୱ ନେତାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃତଜ୍ଞତା ଜଣାଇଛନ୍ତି ।

ରାଷ୍ଟ୍ରପତିଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମାନନୀୟ ରାଷ୍ଟ୍ରପତି ମହୋଦୟ, ଆପଣଙ୍କର ଏହି ଅମୂଲ୍ୟ ଶୁଭେଚ୍ଛା ବାର୍ତ୍ତା ପାଇଁ ହୃଦୟରୁ ସମ୍ମାନ ଜଣାଉଛି ।”  

ଉପରାଷ୍ଟ୍ରପତିଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଚିନ୍ତାଶୀଳ ଶୁଭେଚ୍ଛା ପାଇଁ ଧନ୍ୟବାଦ ଉପରାଷ୍ଟ୍ରପତି @ଏମଭେଙ୍କିଆନାଇଡୁ ଗାରୁ ।”  

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ଟ୍ୱିଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶୁଭେଚ୍ଛା ପାଇଁ ଧନ୍ୟବାଦ ରାଷ୍ଟ୍ରପତି @ଗୋଟବାୟାଆର ।”

ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଉଛି ପିଏମ @ଶେରବିଦେଉବା ।”  

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶୁଭେଚ୍ଛା ପାଇଁ ଧନ୍ୟବାଦ ବନ୍ଧୁ, ପିଏମ ରାଜପକ୍ଷ ।”

ଡୋମିନିକା ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣଙ୍କ ଶୁଭେଚ୍ଛା ପାଇ ବେଶ କୃତଜ୍ଞ, ପିଏମ @ଏସକେରିଟଆର ।”  

ନେପାଳ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଧନ୍ୟବାଦ, ଶ୍ରୀ @କେପିଶର୍ମାଓଲି ।”