ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ ଦିବସ ଅବସରରେ ଓଡିଶାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ଓଡିଆ ସଂସ୍କୃତି ସର୍ବଭାରତୀୟ ସ୍ତରରେ ପ୍ରଶଂସିତ ଏବଂ ଓଡିଆ ଲୋକମାନେ ଭାରତର ପ୍ରଗତିରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଉତ୍କଳ ଦିବସର ଏହି ସ୍ୱତନ୍ତ୍ର ଉତ୍ସବ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଉଛି । ଭାରତର ପ୍ରଗତିରେ ଓଡିଆ ଲୋକମାନେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି ଏବଂ ଓଡିଆ ସଂସ୍କୃତି ବିଶ୍ୱବ୍ୟାପୀ ପ୍ରଶଂସିତ ହୋଇଛି । ମୁଁ ଭବିଷ୍ୟତରେ ଓଡିଶାର ବିକାଶ ପାଇଁ ପ୍ରାର୍ଥନା କରୁଛି ।”

"ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ । ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।"

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Leads International Yoga Day Event In Kolkata, Says It Has Become 'World's Biggest Festival'

Media Coverage

PM Modi Leads International Yoga Day Event In Kolkata, Says It Has Become 'World's Biggest Festival'
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 21, 2026
June 21, 2026

PM Modi Taking India’s Traditions to Every Corner of the World