ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୀପାବଳି ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଦିପାବଳୀର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ମୁଁ ଚାହୁଁଛି ଯେ ଏହି ଆଲୋକର ପର୍ବ ଆପଣ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଏବଂ ଶୁଭଫଳ ଆଣିଦେଉ ।
ସମସ୍ତଙ୍କୁ ଦୀପାବଳୀର ବହୁତ ବହୁତ ଶୁଭ କାମନା ।”
दीपावली के पावन अवसर पर देशवासियों को हार्दिक शुभकामनाएं। मेरी कामना है कि यह प्रकाश पर्व आप सभी के जीवन में सुख, संपन्नता और सौभाग्य लेकर आए।
— Narendra Modi (@narendramodi) November 4, 2021
Wishing everyone a very Happy Diwali.


