ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପରବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପରବ ଅବସରରେ ଶୁଭେଚ୍ଛା । ଏକ ନ୍ୟାୟପୂର୍ଣ୍ଣ ଓ ଦୟାଶୀଳ ସମାଜ ଗଠନ ପାଇଁ ଆମ ଉଦ୍ୟମକୁ ତାଙ୍କ ମହତ ବାଣୀ ଦିଗଦର୍ଶନ ପ୍ରଦାନ କରି ଚାଲିଥାଉ ।”  

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Akash missile creator hails ‘Make In India’ success in defence sector

Media Coverage

Akash missile creator hails ‘Make In India’ success in defence sector
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 24, 2026
April 24, 2026

Made in India, Built for 2047: PM Modi’s Reforms Turning Rural Hope into National Strength