ଗୁରୁଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଜୟନ୍ତୀ ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଯୁବପୀଢିଙ୍କ ବୌଦ୍ଧିକ ଦକ୍ଷତା ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଗୁରୁଦିବସ ଅବସରରେ ଶୁଭେଚ୍ଛା । କୋଭିଡ- ୧୯ ସମୟରେ ଶିକ୍ଷକମାନେ ଯେପରି ନବାଚାର ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କ ଶିକ୍ଷାର ଯାତ୍ରା ସୁନିଶ୍ଚିତ କରିଛନ୍ତି ତାହା ପ୍ରଶଂସନୀୟ ।

ଜୟନ୍ତୀ ଅବସରରେ ଡଃ ଏସ. ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କ ବାଗ୍ମୀତା ତଥା ଦେଶ ପ୍ରତି ଅବଦାନକୁ ସ୍ମରଣ କରୁଛି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How ODOP is helping Pratapgarh turn its amla into a bigger business

Media Coverage

How ODOP is helping Pratapgarh turn its amla into a bigger business
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 1, 2026
September 01, 2026

#ModiHaiTohMumkinHai: Economy, Diplomacy and Atmanirbhar Milestones in One Social-Media Sweep