ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକିମର ଲୋକମାନଙ୍କୁ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଚଳିତ ବର୍ଷ, ଏହି ଦିବସ ବେଶ୍ ସ୍ୱତନ୍ତ୍ର କାରଣ ଆମେ ସିକିମ ରାଜ୍ୟ ପ୍ରତିଷ୍ଠାର ୫୦ତମ ବାର୍ଷିକୀ ପାଳନ କରୁଛୁ! ସିକିମ ଶାନ୍ତ, ସୌନ୍ଦର୍ଯ୍ୟ, ସମୃଦ୍ଧ ସାଂସ୍କୃତିକ ପରମ୍ପରା ଏବଂ ପରିଶ୍ରମୀ ଲୋକମାନଙ୍କର ରାଜ୍ୟ ।”

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ସିକିମ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଲୋକମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଚଳିତ ବର୍ଷ ଏହି ଦିବସ ବେଶ୍ ସ୍ୱତନ୍ତ୍ର କାରଣ ଆମେ ସିକିମ ରାଜ୍ୟ ପ୍ରତିଷ୍ଠାର ୫୦ତମ ବାର୍ଷିକୀ ପାଳନ କରୁଛୁ!

ସିକିମ ଶାନ୍ତ, ସୌନ୍ଦର୍ଯ୍ୟ, ସମୃଦ୍ଧ ସାଂସ୍କୃତିକ ପରମ୍ପରା ଏବଂ ପରିଶ୍ରମୀ ଲୋକମାନଙ୍କର ରାଜ୍ୟ ଭାବରେ ପରିଚିତ । ଏହି ରାଜ୍ୟ ବିଭିନ୍ନ କ୍ଷେତ୍ରରେ ପ୍ରଗତି କରିଛି । ଏହି ସୁନ୍ଦର ରାଜ୍ୟର ଲୋକମାନେ ସର୍ବଦା ସମୃଦ୍ଧି ପଥରେ ଅଗ୍ରସର ହୁଅନ୍ତୁ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's $13 billion semiconductor mission: Boosting domestic chip manufacturing and design

Media Coverage

India's $13 billion semiconductor mission: Boosting domestic chip manufacturing and design
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 8, 2026
September 08, 2026

Viksit Bharat, Many Engines: Defence, Diplomacy, Growth & Green Power Under PM Modi