06.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀଲଙ୍କାର ରାଷ୍ଟ୍ରପତି ମହାମହିମ ଅନୁରା କୁମାର ଦିଶାନାୟକଙ୍କ ସହ ଆଜି ଅନୁରାଧାପୁରରେ ଭାରତ ସହାୟତାରେ ନିର୍ମିତ ଦୁଇଟି ରେଳ ପ୍ରକଳ୍ପର ଉଦଘାଟନ କରିବା ସହିତ ସମାରୋହରେ ଅଂଶଗ୍ରହଣ କରିଥିଲେ ।

 

ଉଭୟ ନେତା ଭାରତ ପକ୍ଷରୁ ୯୧.୨୭ ନିୟୁତ ଆମେରିକୀୟ ଡଲାର ସହାୟତାରେ ୧୨୮ କିଲୋମିଟର ମାହୋ-ଓମାନଥାଇ ରେଳଲାଇନର ଉଦଘାଟନ କରିବା ପରେ ୧୪.୮୯ ଆମେରିକୀୟ ଡଲାର ର ଭାରତୀୟ ଅନୁଦାନ ସହାୟତାରେ ନିର୍ମିତ ମାହୋରୁ ଅନୁରାଧାପୁର ପର୍ଯ୍ୟନ୍ତ ଏକ ଉନ୍ନତ ସିଗନାଲିଂ ସିଷ୍ଟମ ନିର୍ମାଣର ଶୁଭାରମ୍ଭ କରିଥିଲେ ।

 

ଭାରତ-ଶ୍ରୀଲଙ୍କା ବିକାଶ ଭାଗିଦାରୀ ଅଧୀନରେ କାର୍ଯ୍ୟକାରୀ ହୋଇଥିବା ଏହି ଐତିହାସିକ ରେଳ ଆଧୁନିକୀକରଣ ପ୍ରକଳ୍ପଗୁଡିକ ଶ୍ରୀଲଙ୍କାରେ ଉତ୍ତର-ଦକ୍ଷିଣ ରେଳ ସଂଯୋଗକୁ ସୁଦୃଢ଼ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ଏହାଦ୍ୱାରା ସାରା ଦେଶରେ ଉଭୟ ଯାତ୍ରୀ ଓ ମାଲ ପରିବହନ ଦ୍ରୁତ ଓ ଦକ୍ଷ ହୋଇପାରିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Reforms, agile economic management bearing fruit: FM on 7.8% Q1 GDP growth

Media Coverage

Reforms, agile economic management bearing fruit: FM on 7.8% Q1 GDP growth
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the qualities of a truly wise person
September 01, 2026

Prime Minister Shri Narendra Modi shared a Sanskrit Subhashitam today, highlighting the qualities of a truly wise person.

The Prime Minister wrote on X;

"यस्य कृत्यं न जानन्ति मन्त्रं वा मन्त्रितं परे।

कृतमेवास्य जानन्ति स वै पण्डित उच्यते॥"

A truly wise person is one whose plans and actions remain hidden from others until they are completed. Such a disciplined, discerning and thoughtful person is rightly regarded as truly wise.