ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଗପୁରର ୫୨୦ କିଲୋମିଟର ଦୈର୍ଘ୍ୟ ଏବଂ ନାଗପୁର ଏବଂ ଶିରିଡିକୁ ସଂଯୋଗ କରୁଥିବା ହିନ୍ଦୁ ହୃଦୟସମ୍ରାଟ ବାଲାସାହେବ ଥାକରେ ମହାରାଷ୍ଟ୍ର ସମୃଦ୍ଧି ମହାମାର୍ଗର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

“ଆମେ ଉନ୍ନତ ମାନର ଭିତ୍ତିଭୂମି ପ୍ରଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ ଏବଂ ନାଗପୁର ଏବଂ ଶିରିଡି ମଧ୍ୟରେ ମହାମାର୍ଗ ଏହି ପ୍ରୟାସର ଏକ ଉଦାହରଣ । ଏହି ଆଧୁନିକ ସଡକ ପ୍ରକଳ୍ପର ଉଦଘାଟନ କରିବା ସହିତ ମହାମାର୍ଗରେ ଯାତ୍ରା କଲୁ । ମୁଁ ନିଶ୍ଚିତ ଯେ ଏହା ମହାରାଷ୍ଟ୍ରର ଅର୍ଥନୈତିକ ପ୍ରଗତିରେ ଅଧିକ ସହାୟକ ହେବ ।”

ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂ ତାଙ୍କ ସହ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଏକନାଥ ସିନ୍ଦେ, ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂ କୋଶିୟାରି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏବଂ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନିତିନ ଗଡକରି ଯୋଗ ଦେଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Current growth trajectory paves way for India to be a developed nation by 2047: Jeffrey Sachs

Media Coverage

Current growth trajectory paves way for India to be a developed nation by 2047: Jeffrey Sachs
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam highlighting how enthusiasm and positive energy lead to success
April 30, 2026

Prime Minister Shri Narendra Modi today shared a Sanskrit Subhashitam highlighting that enthusiasm and positive energy inspire a person to remain consistently active in their actions.

The Prime Minister noted that this unwavering enthusiasm leads all those efforts to success which a person resolves to accomplish.

The Prime Minister posted on X:

"कर्मशील और ऊर्जावान देशवासी ही राष्ट्र की सबसे बड़ी शक्ति हैं, जिनके परिश्रम से विकास की नई राहें तय होती हैं। इनके प्रयासों से देश समृद्धि, आत्मनिर्भरता और उन्नति के शिखर को छूता है।

अनिर्वेदो हि सततं सर्वार्थेषु प्रवर्तकः।

करोति सफलं जन्तोः कर्म यच्च करोति सः॥"
Enthusiasm and positive energy inspire a person to remain consistently active in their actions. This unwavering enthusiasm leads all those efforts to success which a person resolves to accomplish.