୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଯାଉଥିବା ଭାରତୀୟ ଖେଳାଳିଙ୍କ ଦଳ ସହ ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାବ ବିନିମୟ କରିଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

“@Olympics ପାଇଁ ପ୍ୟାରିସ ଯାଉଥିବା ଆମ ଖେଳାଳିଙ୍କ ଦଳ ସହ ଭାବ ବିନିମୟ କଲି । ମୁଁ ନିଶ୍ଚିତ ଅଛି, ଆମ ଖେଳାଳିମାନେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରି ଭାରତକୁ ଗର୍ବିତ କରିବେ । ସେମାନଙ୍କ ଜୀବନଯାତ୍ରା ଓ ସଫଳତା ୧୪୦ କୋଟି ଭାରତୀୟଙ୍କୁ ଆଶା ଦେଇଛି” । 

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Interacted with our contingent heading to Paris for the @Olympics. I am confident our athletes will give their best and make India proud. Their life journeys and success give hope to 140 crore Indians. pic.twitter.com/OOoipJpfUb

— Narendra Modi (@narendramodi) July 4, 2024

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'BRICS 2026 becomes major Bharat achievement for PM Narendra Modi'

Media Coverage

'BRICS 2026 becomes major Bharat achievement for PM Narendra Modi'
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 15, 2026
September 15, 2026

A Mandate of Performance: Civic Wins, IPO Surge and Neighbourly Power Reflect Faith in PM Modi’s Leadership