ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳରେ ଘୂର୍ଣ୍ଣିବାତ୍ୟା ବୁରେଭି କାରଣରୁ ଉତ୍ପନ୍ନ ସ୍ଥିତି ସମ୍ପର୍କରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟୀ ବିଜୟନଙ୍କ ସହିତ ଆଲୋଚନା କରିଛନ୍ତି।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ବୁରେଭି ବାତ୍ୟା କାରଣରୁ ରାଜ୍ୟରେ ଉତ୍ପନ୍ନ ସ୍ଥିତି ସମ୍ପର୍କରେ କେରଳ ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟୀ ବିଜୟନଙ୍କ ସହିତ ଆଲୋଚନା କରିଛି। କେରଳକୁ ସହାୟତା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯଥାସମ୍ଭବ ସହଯୋଗ ଯୋଗାଇ ଦିଆଯିବ। ପ୍ରଭାବିତ ଅଞ୍ଚଳରେ ଥିବା ସମସ୍ତଙ୍କ ସୁରକ୍ଷା ଓ ମଙ୍ଗଳ କାମନା କରୁଛି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Indian youth are at the forefront of tech-led growth, innovation: PM Modi

Media Coverage

Indian youth are at the forefront of tech-led growth, innovation: PM Modi
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 14, 2026
June 14, 2026

From Healthcare to Himalayas: PM Modi's Vision Building an Unstoppable India