ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ଠାରେ ୫୧ତମ ଜି୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଶ୍ରୀ ସିରିଲ ରାମାଫୋସାଙ୍କ ସହ ଆଲୋଚନା କରିଥିଲେ ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି;
“କାନାଡାରେ ଜି୭ ଶିଖର ସମ୍ମିଳନୀ ସମୟରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସାଙ୍କ ସହ କଥା ହୋଇ ଖୁସି ଲାଗିଲା! @CyrilRamaphosa”
Happy to interact with the President of South Africa, Mr. Cyril Ramaphosa at the G7 Summit.@CyrilRamaphosa pic.twitter.com/VfQhuysSmB
— Narendra Modi (@narendramodi) June 17, 2025


