ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ମାସରେ ୬ ବିଲିୟନ ୟୁପିଆଇ ନେଣଦେଣ ଭଳି ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧିକୁ ପ୍ରଶଂସା କରିଛନ୍ତି । ୨୦୧୬ ପରଠାରୁ ଏହା ସର୍ବାଧିକ ନେଣଦେଣ ।

କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଏହା ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି । ନୂଆ ପ୍ରଯୁକ୍ତି ଆପଣାଇ ଅର୍ଥନୀତି ସ୍ୱଚ୍ଛ କରିବା ପାଇଁ ଦେଶବାସୀଙ୍କ ସଂକଳ୍ପକୁ ଏହା ଦର୍ଶାଉଛି । କୋଭିଡ- ୧୯ ମହାମାରୀ ବେଳେ ଡିଜିଟାଲ ନେଣଦେଣ ବେଶ ସହାୟକ ହୋଇଥିଲା ।”  

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi shares 'breathtaking' images of Gujarat taken by EOS-06 satellite

Media Coverage

PM Modi shares 'breathtaking' images of Gujarat taken by EOS-06 satellite
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 3, 2022
December 03, 2022
ସେୟାର
 
Comments

India’s G20 Presidency: A Moment of Pride For All Indians

India Witnessing Transformative Change With The Modi Govt’s Thrust Towards Good Governance