ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଗାଣ୍ଡା ସହ ବନ୍ଧୁତା ସମ୍ପର୍କ ବୃଦ୍ଧିକୁ ପ୍ରଶଂସା କରିଛନ୍ତି ।

ଉଗାଣ୍ଡାରେ ଇଣ୍ଡିଆ ଏକ୍ସିମ ବ୍ୟାଙ୍କ ଅନୁଦାନରେ ସୌର ଶକ୍ତି ପରିଚାଳିତ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କରଙ୍କ ଏକ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଉଗାଣ୍ଡା ସହ ବନ୍ଧୁତା ବୃଦ୍ଧି ସହ ଏହି ପ୍ରକଳ୍ପ ନିରନ୍ତର ବିକାଶକୁ ଆଗେଇ ନେବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Parliament clears Vande Mataram Bill; national song gets same legal protection as anthem

Media Coverage

Parliament clears Vande Mataram Bill; national song gets same legal protection as anthem
NM on the go

Nm on the go

Always be the first to hear from the PM. Get the App Now!
...
Prime Minister congratulates Seema on winning Bronze in Women’s Discus Throw at Commonwealth Games 2026
July 31, 2026

The Prime Minister, Shri Narendra Modi, has congratulated Seema on winning the Bronze medal in the Women’s Discus Throw event at the Glasgow Commonwealth Games 2026.

The Prime Minister noted that Seema secured the medal with a best throw of 58.65 metres.

Shri Modi said that her achievement has made India proud and inspired the youth of the nation. He wished her the very best for her future endeavours.

Shri Modi posted on X;

“Congratulations to Seema for securing a Bronze in the Women's Discus Throw event with a best throw of 58.65m. Her efforts have made India proud and motivated the youth of our nation. Wishing her the very best for the endeavours ahead.

#CWG2026”