ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଚିରେ ଦେଶର ପ୍ରଥମ ୱାଟର ମେଟ୍ରୋକୁ ପ୍ରଶଂସା କରିଛନ୍ତି ।

ବନ୍ଦର, ପରିବହନ ଏବଂ ଜଳପଥ ମନ୍ତ୍ରଣାଳୟର ଏକ ଟୁଇଟ ସେୟାର କରି ପ୍ରଧାନମନ୍ତ୍ରୀ ଟୁଇଟ କରିଛନ୍ତି:

‘ଏହି ଚମତ୍କାର ଉପଲବ୍ଧି ପାଇଁ ଅନେକ ଅଭିନନ୍ଦନ! ସଂଯୋଗୀକରଣ ଦିଗରେ ଏହା ଏକ ପ୍ରଶଂସନୀୟ ପଦକ୍ଷେପ, ଯାହା ଦ୍ୱାରା ସବୁଜ ଅଭିବୃଦ୍ଧିକୁ ବଳ ମିଳିବ ।’

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Built for tomorrow's wars: How India's new turbojet engine changes the missile and drone equation

Media Coverage

Built for tomorrow's wars: How India's new turbojet engine changes the missile and drone equation
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026