ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ମିଶନ ଗଗନାୟନ ଟିଭି D1 ପରୀକ୍ଷାମୂଳକ ଉଡାଣର ସଫଳ ଉତକ୍ଷେପଣକୁ ପ୍ରଶଂସା କରିଛନ୍ତି ଏବଂ କହିଛନ୍ତି ଯେ ଭାରତର ପ୍ରଥମ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଦେଶକୁ ଗୋଟିଏ ପାଦ ଆଗକୁ ନେଇଛି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଏହି ଉତକ୍ଷେପଣ ଆମକୁ ଭାରତର ପ୍ରଥମ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ ଗଗନାୟନକୁ ସଫଳ କରିବାକୁ ଗୋଟିଏ ପାଦ ନିକଟତର କରିଛି। ଆମର  ଇସ୍ରୋ ବୈଜ୍ଞାନିକ ମାନଙ୍କୁ ମୋର ଶୁଭେଚ୍ଛା " ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's Economic Journey: From Licence Raj To Pragmatic Governance

Media Coverage

India's Economic Journey: From Licence Raj To Pragmatic Governance
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 27, 2026
August 27, 2026

Make in India Goes Global: Engineering Boom, Rice Triumph & EU FTA Breakthrough Under PM Modi